
ଭୁବନେଶ୍ୱର, 5 ନଭେମ୍ବର (ହି.ସ.)- କାର୍ତ୍ତିକ
ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ
ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କାର୍ତ୍ତିକ ପୂର୍ଣ୍ଣିମା ଖାଲି ହିନ୍ଦୁ
ଧାର୍ମିକ ବିଶ୍ୱାସର ନୁହେଁ, ଓଡ଼ିଶା ଇତିହାସର ସ୍ୱର୍ଣ୍ଣିମ ଦିବସ ମଧ୍ୟ । ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ
ସମସ୍ତ ଓଡ଼ିଆ ଭାଇ ଓ ଭାଉଣୀ ମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଅଭିନନ୍ଦନ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା