
ଭୁବନେଶ୍ୱର, ୬ ନଭେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ସେହିପରି ୭ ତାରିଖ ଅର୍ଥାତ୍ ଆସନ୍ତାକାଲି ସକାଳ ଠାରୁ ଆସନ୍ତା ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ