
ଜୟପୁର, ୦୬ ନଭେମ୍ବର(ହି.ସ.) – ଦେଶି ମଦ ଚାଲାଣ ହେଉଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରି ଜଣେ ମହିଳା ଅଭିଯୁକ୍ତ କୁ ଗିରଫ କରିଛି। ସୁଚନା ଅନୁଯାଇ ଦେଶି ମଦ ଚାଲାଣ ସୁଚନା ପାଇ ଜୟପୁର ଅବକାରି ଥାନା ହଦଳି ରାସ୍ତାରେ ଚଢାଉ କରି ୮.୪ ଲିଟର ଦେଶି ମଦ ଜବତ କରିଛି। ଗିରଫ ମହିଳା ଅଭିଯୁକ୍ତକୁ ଆଜି ସଂନ୍ଧ୍ୟା ୫ଟାରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶରି ହରିନ ସୁଚନା ଦେଇଛନ୍ତି।
ହିନ୍ଦୁସ୍ଥାନ ସମାଚାର/ପବନ/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / ପିକେପି