
ଭୁବନେଶ୍ୱର, ୬ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ଏବଂ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଆଜି ସକାଳେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ଥିଲା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ