ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ନିମନ୍ତେ ଏକ କର୍ମଶାଳା ଆଜି
ଭୁବନେଶ୍ୱର, 06 ନଭେମ୍ବର (ହି.ସ.) ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନ ଠାରେ ଓଡିଶା ପୋଲିସ ରେଳବାଇ ଓ ଉପକୂଳ ସୁରକ୍ଷା ମୁଖ୍ୟାଳୟ ଆନୁକୂଲ୍ୟରେ ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ନିମନ୍ତେ ଏକ କର୍ମଶାଳା ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହ
ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ନିମନ୍ତେ ଏକ କର୍ମଶାଳା ଆଜି


ଭୁବନେଶ୍ୱର, 06 ନଭେମ୍ବର (ହି.ସ.) ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନ ଠାରେ ଓଡିଶା ପୋଲିସ ରେଳବାଇ ଓ ଉପକୂଳ ସୁରକ୍ଷା ମୁଖ୍ୟାଳୟ ଆନୁକୂଲ୍ୟରେ ସରକାରୀ ରେଳବାଇ ଥାନା ଓ ସାମୁଦ୍ରିକ ଥାନା ଅଧିକାରୀଙ୍କ ନିମନ୍ତେ ଏକ କର୍ମଶାଳା ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କର୍ମଶାଳାକୁ ଶୁଭାରମ୍ଭ କରିବେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande