ଆଗାମୀ ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ
ଭୁବନେଶ୍ୱର, ୬ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବ ନା ନାହିଁ । ଏହାପରେ ପରବର୍ତୀ ୩ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁ
ଆଗାମୀ ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ


ଭୁବନେଶ୍ୱର, ୬ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୨ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତ୍ରି ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବ ନା ନାହିଁ । ଏହାପରେ ପରବର୍ତୀ ୩ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande