
ଭୁବନେଶ୍ୱର, 6 ନଭେମ୍ବର (ହି.ସ.)- ପଣ୍ଡିତ
ନୀଳକଣ୍ଠ ଦାସଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ବିଶିଷ୍ଟ ସ୍ଵାଧୀନତା
ସଂଗ୍ରାମୀ ତଥା ଓଡ଼ିଆ ଭାଷା ସାହିତ୍ୟର ଅନ୍ୟତମ ସାରସ୍ବତ ସାଧକ ପଣ୍ଡିତ ନୀଳକଣ୍ଠ ଦାସଙ୍କ
ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା