ପଣ୍ଡିତ ନୀଳକଣ୍ଠ ଦାସଙ୍କ ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 6 ନଭେମ୍ବର (ହି.ସ.)- ପଣ୍ଡିତ ନୀଳକଣ୍ଠ ଦାସଙ୍କ ସ୍ମରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥିରେ
ପଣ୍ଡିତ ନୀଳକଣ୍ଠ ଦାସଙ୍କ     ସ୍ମରଣ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 6 ନଭେମ୍ବର (ହି.ସ.)- ପଣ୍ଡିତ

ନୀଳକଣ୍ଠ ଦାସଙ୍କ ସ୍ମରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ପଣ୍ଡିତ

ନୀଳକଣ୍ଠ ଦାସଙ୍କ ପୁଣ୍ୟତିଥିରେ ଭକ୍ତିପୂତ ପ୍ରଣାମ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande