ଆଗାମୀ ୩ରୁ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ
ଭୁବନେଶ୍ୱର, ୭ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସ
ଆଗାମୀ ୩ରୁ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ


ଭୁବନେଶ୍ୱର, ୭ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande