ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ
ଭୁବନେଶ୍ୱର, ୮ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚ
ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ


ଭୁବନେଶ୍ୱର, ୮ ନଭେମ୍ବର (ହି.ସ.)- ରାଜ୍ୟର ଜିଲ୍ଲା ଗୁଡିକରେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande