ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ
ଭୁବନେଶ୍ୱର, 8 ନଭେମ୍ବର (ହି.ସ.)- ଓଲିଉଡ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେ କଟକରୁ ସୁଟିଂ ସାରି ନିଜେ କାର୍ ଚଳାଇ ସାରି ଘରକୁ ଫେରୁଥିଲେ । ଆଜି ସକାଳୁ ଏକ ସଡ଼କ ଦୁର୍ଘଟଣାର ସାମ୍ନା କରିଛନ୍ତି। କାର୍‌ରେ ଯାଉଥିବା ବେଳେ ସେ
ଅଶ୍ରୁମୋଚନ ମହାନ୍ତିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ


ଭୁବନେଶ୍ୱର, 8 ନଭେମ୍ବର (ହି.ସ.)- ଓଲିଉଡ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ

କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେ କଟକରୁ ସୁଟିଂ ସାରି ନିଜେ କାର୍ ଚଳାଇ ସାରି ଘରକୁ

ଫେରୁଥିଲେ । ଆଜି ସକାଳୁ ଏକ ସଡ଼କ ଦୁର୍ଘଟଣାର ସାମ୍ନା କରିଛନ୍ତି।

କାର୍‌ରେ ଯାଉଥିବା ବେଳେ ସେ ଭୁବନେଶ୍ବରର କଳାଝରି ନିକଟ ଦୟା (ପଶ୍ଚିମ) କେନାଲରେ ଅଘଟଣର ଶିକାର

ହୋଇଛନ୍ତି। ତାଙ୍କର କାର ଆଗକୁ କୁକୁର ଆସି ଯିବାରୁ ଏହି ଅଘଟଣ ଘଟିଛି। କାରରୁ ଭାରସାମ୍ୟ

ହରାଇବାରୁ ଏହା କେନାଲ ଭିତରକୁ ଖସି ପଡ଼ିଛି। ତେବେ ସେ ସୁରକ୍ଷିତ ଥିବା ସୂଚନା ମିଳିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande