ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 8 ନଭେମ୍ବର (ହି.ସ.)- ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା, ଦେଶର ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଏବଂ ‘ଭାରତ ରତ୍ନ’ ଶ୍ରୀ
ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ     ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 8 ନଭେମ୍ବର (ହି.ସ.)- ଲାଲକୃଷ୍ଣ ଆଡଭାନୀଙ୍କୁ ଜନ୍ମଦିନର

ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ଦଳର ବରିଷ୍ଠ ନେତା, ଦେଶର ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ଏବଂ ‘ଭାରତ ରତ୍ନ’ ଶ୍ରୀ ଲାଲକୃଷ୍ଣ

ଆଡ଼ବାଣୀ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।

ଆପଣଙ୍କ ଜୀବନ ଦେଶସେବା, ନୀତିନିଷ୍ଠା ଏବଂ

ରାଷ୍ଟ୍ରପ୍ରେମର ଏକ ପ୍ରେରଣାଦାୟକ ଉଦାହରଣ ଅଟେ। ଜଣେ କୁଶଳ ସଂଗଠନ ନିର୍ମାତା ଭାବେ ଆପଣଙ୍କ

ଅବଦାନ ଆମ ସମସ୍ତଙ୍କ ପାଇଁ ସର୍ବଦା ମାର୍ଗଦର୍ଶକ ରହିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ

ଉତ୍କୃଷ୍ଟ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଓ ମଙ୍ଗଳମୟ ଜୀବନର ଆଶୀର୍ବାଦ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande