ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ : ଭବାନୀପାଟଣାରେ ହାଲୁକା କୁହୁଡ଼ି ଅନୁଭୂତ
ଭୁବନେଶ୍ୱର, ୯ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଆଜି ସକାଳେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ରୁ ୫୦୦ ମିଟର ମଧ୍ୟରେ ରହିଛି । ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଆଜି ସକାଳେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦ
ରାଉରକେଲାରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ : ଭବାନୀପାଟଣାରେ ହାଲୁକା କୁହୁଡ଼ି ଅନୁଭୂତ


ଭୁବନେଶ୍ୱର, ୯ ନଭେମ୍ବର (ହି.ସ.)- ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଆଜି ସକାଳେ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ରୁ ୫୦୦ ମିଟର ମଧ୍ୟରେ ରହିଛି ।

ସେହିପରି କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଆଜି ସକାଳେ ହାଲୁକା କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷର ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande