ଆଜି ଉତ୍ତରାଖଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ, 09 ନଭେମ୍ବର (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରାଖଣ୍ଡ ଗସ୍ତରେ ଯିବେ । ସେ ଉତ୍ତରାଖଣ୍ଡ ଗଠନର ରଜତ ଜୟନ୍ତୀ ଉତ୍ସବରେ ସାମିଲ ହେବେ । ମିଳିଥିବା ସୂଚନା ଅନୁସାରେ ସେ ଡେରାଡୁନରେ ୮,୧୪୦ କୋଟି ଟଙ୍କା ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ୯୩୦ କୋଟି ଟଙ୍କାର
ଆଜି ଉତ୍ତରାଖଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି


ନୂଆଦିଲ୍ଲୀ, 09 ନଭେମ୍ବର (ହି.ସ.) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍ତରାଖଣ୍ଡ ଗସ୍ତରେ ଯିବେ । ସେ ଉତ୍ତରାଖଣ୍ଡ ଗଠନର ରଜତ ଜୟନ୍ତୀ ଉତ୍ସବରେ ସାମିଲ ହେବେ ।

ମିଳିଥିବା ସୂଚନା ଅନୁସାରେ ସେ ଡେରାଡୁନରେ ୮,୧୪୦ କୋଟି ଟଙ୍କା ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ୯୩୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ । ସେହିପରି ସେ ୭,୨୧୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ । ପିଏମ ଫସଲବୀମା ଯୋଜନାରେ ୨୮,୦୦୦ ଚାଷୀ ଚାଷୀଙ୍କ ଆକାଉଣ୍ଟକୁ ୬୨ କୋଟି ଟଙ୍କା ପ୍ରଧାନମନ୍ତ୍ରୀ ପଠାଇବେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande