ରେଣ୍ଡୋ ମାଝୀଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 10 ଡିସେମ୍ବର (ହି.ସ.) ଭୁବନେଶ୍ୱର, 10 ଡିସେମ୍ବର (ହି.ସ.) । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଧୀନତା ସଂଗ୍ରାମୀ ରେଣ୍ଡୋ ମାଝୀଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜନଜାତି ନାୟକ ସହିଦ ରେଣ୍ଡୋ
ମୋହନ ମାଝୀ


ଭୁବନେଶ୍ୱର, 10 ଡିସେମ୍ବର (ହି.ସ.)

ଭୁବନେଶ୍ୱର, 10 ଡିସେମ୍ବର (ହି.ସ.) । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଧୀନତା ସଂଗ୍ରାମୀ ରେଣ୍ଡୋ ମାଝୀଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଜନଜାତି ନାୟକ ସହିଦ ରେଣ୍ଡୋ ମାଝୀଙ୍କ ବଳିଦାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande