ଭୁବନେଶ୍ୱର, ୧୩ ଡିସେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
14 Dec 2025
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)- ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର..
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)- ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ ସ୍ବର୍ଗତ ପଣ୍ଡି..
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)-''ଜାତୀୟ ଶକ୍ତି ସଂରକ୍ଷଣ ଦିବସ''ରେ ଶକ୍ତି ସଂରକ୍ଷଣ ନିମନ୍ତେ ସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଶକ୍ତିର ସଂରକ୍ଷଣ ଆମ ..
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha