ଆଗାମୀ ୨୪ ଘଂଟା ମଧ୍ୟରେ ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ
ଭୁବନେଶ୍ୱର, ୧୩ ଡିସେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୧୪ ତାରିଖ ସକାଳ ସମୟରେ ରାଜ୍ୟର ୩ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି । ଏସବୁ ଜିଲ୍ଲାର ଭୁ
ଆଗାମୀ ୨୪ ଘଂଟା ମଧ୍ୟରେ ୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ


ଭୁବନେଶ୍ୱର, ୧୩ ଡିସେମ୍ବର (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଅର୍ଥାତ୍ ୧୪ ତାରିଖ ସକାଳ ସମୟରେ ରାଜ୍ୟର ୩ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ ଏବଂ କଳାହାଣ୍ଡି । ଏସବୁ ଜିଲ୍ଲାର ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande