
ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ଜଳସମ୍ପଦ ବିଭାଗ
ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କୁ ପୁନଃ ଦାୟିତ୍ୱ। ଜଳସମ୍ପଦ ବିଭାଗ ଓଏସ୍ଡି ଭାବେ ଦାୟିତ୍ୱ
ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଦାୟିତ୍ୱ ପ୍ରଦାନ ନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ବିଜ୍ଞପ୍ତି
ପ୍ରକାଶ ପାଇଛି । ପୂର୍ବରୁ ମଧ୍ୟ ଚନ୍ଦ୍ରଶେଖର ପାଢ଼ୀଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ ସରକାର
।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା