ପଦ୍ମ ଭୂଷଣ ସ୍ବର୍ଗତ ମନୋହର ପାରିକରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ପଦ୍ମ ଭୂଷଣ ସ୍ବର୍ଗତ ମନୋହର ପାରିକରଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭାରତର ପୂର୍ବତନ ପ୍ରତିରକ୍ଷ
ମନୋହର ପାରିକର


ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ପଦ୍ମ ଭୂଷଣ

ସ୍ବର୍ଗତ ମନୋହର ପାରିକରଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ଭାରତର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ, ପଦ୍ମ ଭୂଷଣ ସ୍ବର୍ଗତ ମନୋହର ପାରିକରଙ୍କ ଜୟନ୍ତୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ପ୍ରତିରକ୍ଷା କ୍ଷେତ୍ରକୁ ସୁଦୃଢ କରିବାରେ ତାଙ୍କର ଅବଦାନ

ସର୍ବଦା ସ୍ମରଣୀୟ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande