ସଂସଦ ଆତଙ୍କବାଦୀ ଆକ୍ରମଣରେ ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ସଂସଦ ଆତଙ୍କବାଦୀ ଆକ୍ରମଣରେ ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ୧୩ ଡିସେମ୍ବର ୨୦୦୧ରେ ସଂସଦ ଭବନରେ ହୋଇଥି
ସଂସଦ ଆତଙ୍କବାଦୀ ଆକ୍ରମଣରେ     ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ସଂସଦ ଆତଙ୍କବାଦୀ

ଆକ୍ରମଣରେ ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.

ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ୧୩ ଡିସେମ୍ବର

୨୦୦୧ରେ ସଂସଦ ଭବନରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ସମସ୍ତ ବୀର ଯବାନମାନଙ୍କୁ

ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande