
ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ପଠାଣି
ସାମନ୍ତଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ଜ୍ୟୋତିର୍ବିଜ୍ଞାନୀ ଓ
ସିଦ୍ଧାନ୍ତ ଦର୍ପଣର ସ୍ରଷ୍ଟା ସ୍ୱର୍ଗତ ପଠାଣି ସାମନ୍ତଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା