
ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ପଠାଣି
ସାମନ୍ତଙ୍କୁ ତାଙ୍କ ଜୟନ୍ତୀରେ ନମନ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ମହାନ ଜ୍ୟୋତିର୍ବିଜ୍ଞାନୀ, ସିଦ୍ଧାନ୍ତ
ଦର୍ପଣର ରଚୟିତା ମହାମହୋପାଧ୍ୟାୟ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ସାମନ୍ତ (ପଠାଣି
ସାମନ୍ତ)ଙ୍କ ଜୟନ୍ତୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା