
ଭୁବନେଶ୍ୱର, 13 ଡିସେମ୍ବର (ହି.ସ.)- ପଦ୍ମଭୂଷଣ
ସ୍ୱର୍ଗତ ରମାକାନ୍ତ ରଥଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର
ଖ୍ୟାତନାମା କବି ତଥା ପଦ୍ମଭୂଷଣ ସ୍ୱର୍ଗତ ରମାକାନ୍ତ ରଥଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା