ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ବିରୋଧୀ ଦଳର ନେତା
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି
ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ ବିରୋଧୀ ଦଳର ନେତା


ଭୁବନେଶ୍ୱର, 14 ଡିସେମ୍ବର (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଭାଷା, ସାହିତ୍ୟର ସୁରକ୍ଷା ସହ ଏହାର ପ୍ରସାରରେ ତାଙ୍କର ବହୁମୂଲ୍ୟ ଯୋଗଦାନ ଚିର ସ୍ମରଣୀୟ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande