'ଜାତୀୟ ଶକ୍ତି ସଂରକ୍ଷଣ ଦିବସ'ରେ ଶକ୍ତି ସଂରକ୍ଷଣ ନିମନ୍ତେ ସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)-''ଜାତୀୟ ଶକ୍ତି ସଂରକ୍ଷଣ ଦିବସ''ରେ ଶକ୍ତି ସଂରକ୍ଷଣ ନିମନ୍ତେ ସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଶକ୍ତିର ସଂରକ୍ଷଣ ଆମ
ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)-'ଜାତୀୟ ଶକ୍ତି ସଂରକ୍ଷଣ ଦିବସ'ରେ ଶକ୍ତି ସଂରକ୍ଷଣ ନିମନ୍ତେ ସଚେତନତା ସୃଷ୍ଟି କରିବାକୁ

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମନ୍ତ୍ରୀ କହିଛନ୍ତି ଯେ, ଶକ୍ତିର ସଂରକ୍ଷଣ ଆମ

ସମସ୍ତଙ୍କ କର୍ତ୍ତବ୍ୟ। ଭବିଷ୍ୟତରେ ଶକ୍ତିର ଆବଶ୍ୟକତାକୁ ଧ୍ୟାନରେ ରଖି ବର୍ତ୍ତମାନରେ ଏହାର

ସୁବିନିଯୋଗ କରିବା ନିତାନ୍ତ ଆବଶ୍ୟକ।

ଆଜି 'ଜାତୀୟ ଶକ୍ତି ସଂରକ୍ଷଣ ଦିବସ' ଅବସରରେ ଆସନ୍ତୁ ଶକ୍ତି ସଂରକ୍ଷଣ ନିମନ୍ତେ ସଚେତନ ହେବା ଏବଂ ଅଧିକରୁ

ଅଧିକ ସଚେତନତା ସୃଷ୍ଟି ପାଇଁ ସଂକଳ୍ପ ନେବା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande