
ଭୁବନେଶ୍ୱର, 14 ଡିସେମ୍ବର (ହି.ସ.)- ପଣ୍ଡିତ ନୀଳମଣି
ବିଦ୍ୟାରତ୍ନଙ୍କ ସ୍ମୃତିଚାରଣ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ
ବିନ୍ଧାଣୀ ସ୍ବର୍ଗତ ପଣ୍ଡିତ ନୀଳମଣି ବିଦ୍ୟାରତ୍ନଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି
ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା