ଲକ୍ଷ୍ମଣ ଟୁଡୁଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର 15 ଡିସେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ଖବର ଶୁଣି ଚିନ୍ତିତ । ତାଙ୍କୁ ଚିକିତ୍ସା କରୁଥିବ
ମୋହନ ମାଝୀ


ଭୁବନେଶ୍ୱର 15 ଡିସେମ୍ବର (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ଖବର ଶୁଣି ଚିନ୍ତିତ । ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଫୋନରେ କଥା ହୋଇ ଲକ୍ଷ୍ମଣ ଟୁଡୁଙ୍କର ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଲି। ତାଙ୍କର ଆଶୁ ଆରୋଗ୍ୟ ନିମନ୍ତେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande