କୁମୁଲିପୁଟରେ ଅଭିଯୋଗ ଓ ଜନ ଶୁଣାଣି ଶିବିର
ଜୟପୁର,୧୫ ଡିସେମ୍ବର (ହି.ସ.) - ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ଠାରେ ପଂଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ବିଡିଓ ଶକ୍ତି ମହାପାତ୍ର, ସହକାରି ନିବାହୀ ଯନ୍ତ୍ରୀ ବିଜୟ ନନ୍ଦ, ଜିପିଡିଓ ସୁବାସ ଖିଲୋ, ପ୍ରୋଗ୍ରାମ ଆସିଷ୍ଟାଣ୍ଡ ସସ୍ମିତା
କୁମୁଲିପୁଟ ରେ ରେ ଅଭିଯୋଗ ଓ ଜନ ଶୁଣାଣି   ଶିବିର


ଜୟପୁର,୧୫ ଡିସେମ୍ବର (ହି.ସ.) - ଜୟପୁର ବ୍ଲକ ଅନ୍ତର୍ଗତ କୁମୁଲିପୁଟ ଠାରେ ପଂଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ବିଡିଓ ଶକ୍ତି ମହାପାତ୍ର, ସହକାରି ନିବାହୀ ଯନ୍ତ୍ରୀ ବିଜୟ ନନ୍ଦ, ଜିପିଡିଓ ସୁବାସ ଖିଲୋ, ପ୍ରୋଗ୍ରାମ ଆସିଷ୍ଟାଣ୍ଡ ସସ୍ମିତା ପରିଡା, ସହ ଅନ୍ୟ ଲାଇନ ର ବ୍ଲକସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଂଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ଥିଲେ । ଗ୍ରାମବାସୀ ମାନେ ବିଭାଗର ଅଧିକାରି ମାନଙ୍କୁ ପାନୀୟ ଜଳ ସମସ୍ୟ. ଜମି ଜମି ବିବାଦ ଆଦି ଅଭିଯୋଗ କରିଥିଲେ । ଏହା ସହ ଉପସ୍ଥିତ ଅଧିକାରି ମାନେ ବିଭିନ୍ନ ସରକାରୀ ଯୋଜନା ର ଲାଭ କିପରି ପାଇବେ ସେ ନେଇ ସଚେତନ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande