ଆଗାମୀ ୨ ଦିନ ମଧ୍ୟରେ ୫ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ
ଭୁବନେଶ୍ୱର, ୧୫ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୧୭ ତାରିଖ ସକାଳ ସୁଦ୍ଧା ରାଜ୍ୟର ୫ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ଝାରସୁଗୁଡ଼ା
ଆଗାମୀ ୨ ଦିନ ମଧ୍ୟରେ ୫ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ


ଭୁବନେଶ୍ୱର, ୧୫ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୧୭ ତାରିଖ ସକାଳ ସୁଦ୍ଧା ରାଜ୍ୟର ୫ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ଝାରସୁଗୁଡ଼ା । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande