ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୂଣ୍ୟତିଥିରେ ତାଙ୍କୁ ନମନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 15 ଡିସେମ୍ବର (ହି.ସ.)- ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୂଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୂଣ୍ୟତିଥିରେ
ମୁକେଶ ମହାଲିଙ୍ଗ ଦେଲେ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 15 ଡିସେମ୍ବର (ହି.ସ.)- ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୂଣ୍ୟତିଥିରେ ତାଙ୍କୁ

ନମନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ମନ୍ତ୍ରୀ କହିଛନ୍ତି ଯେ, ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୂଣ୍ୟତିଥିରେ

ବିନମ୍ର ପ୍ରଣାମ ଜଣାଉଛି। 'ଏକ ଭାରତ, ଶ୍ରେଷ୍ଠ ଭାରତ' ଗଠନ କରିବାରେ

ତାଙ୍କର ଲକ୍ଷ୍ୟ, ପ୍ରତିବଦ୍ଧତା ଆମକୁ ଆଜି ମଧ୍ୟ ପ୍ରେରଣା ଯୋଗାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande