
ଭୁବନେଶ୍ୱର, 16 ଡିସେମ୍ବର (ହି.ସ.)- ବିଜୟ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଜୟ ଦିବସ' ଉପଲକ୍ଷେ ଦେଶର
ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ଯବାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା