କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର, 17 ଡିସେମ୍ବର (ହି.ସ.) କିସ ରେ ଏକ ଛାତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ତଦନ୍ତ ଚାଲିଥିବା କଥା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣା ସମ୍ପର୍କରେ ବିଭାଗ ଅବଗତ ଅଛି ଏବଂ ତଦନ୍ତ ପରେ ସତ୍ୟାସତ୍ୟ ସ୍ପଷ୍ଟ ହେଲେ ଦାୟୀଙ୍କ ବିରୁଦ୍ଧରେ ଆ
କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି: ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ


ଭୁବନେଶ୍ୱର, 17 ଡିସେମ୍ବର (ହି.ସ.) କିସ ରେ ଏକ ଛାତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ତଦନ୍ତ ଚାଲିଥିବା କଥା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣା ସମ୍ପର୍କରେ ବିଭାଗ ଅବଗତ ଅଛି ଏବଂ ତଦନ୍ତ ପରେ ସତ୍ୟାସତ୍ୟ ସ୍ପଷ୍ଟ ହେଲେ ଦାୟୀଙ୍କ ବିରୁଦ୍ଧରେ ଆବଶ୍ୟକ ଆଇନୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ସରକାର ପକ୍ଷରୁ ଘଟଣାଟିକୁ ଗମ୍ଭୀରତାର ସହ ନେଇ ସମ୍ପୂର୍ଣ୍ଣ ଓ ନିଷ୍ପକ୍ଷ ତଦନ୍ତ ସୁନିଶ୍ଚିତ କରାଯାଉଥିବା କଥା ମନ୍ତ୍ରୀ ଉଲ୍ଲେଖ କରିଛନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande