ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ଡିସେମ୍ବର (ହି.ସ)- ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷା ଆନ୍ଦୋଳନର ତଥା ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର
ମହାରାଜା     ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 17

ଡିସେମ୍ବର (ହି.ସ)- ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଭାଷା

ଆନ୍ଦୋଳନର ତଥା ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର

ଅନ୍ୟତମ କର୍ଣ୍ଣଧାର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande