ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)- ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାଷା ଆନ୍ଦୋଳନର ପୁରୋଧା, ସ୍ଵତନ୍ତ୍ର ଉତ୍କଳ
ଧର୍ମେନ୍ଦ୍ରଙ୍କ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)- ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ତାଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାଷା ଆନ୍ଦୋଳନର ପୁରୋଧା,

ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାର ମହାରାଜା

ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande