ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)- ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସ୍ମରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରଜ ଶ୍ର
କେଭି


ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)- ମହାରାଜା

ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସ୍ମରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ

ଗଠନର ଅନ୍ୟତମ ପୁରୋଧା ମହାରଜ ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande