
ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)
- ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ସ୍ମୃତିଚାରଣ
କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ
କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର କର୍ଣ୍ଣଧାର ମହାରାଜା ଶ୍ରୀରାମଚନ୍ଦ୍ର
ଭଞ୍ଜଦେଓଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା