ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)- ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ
ନବୀନଙ୍କ ଶ୍ରଦ୍ଧାଂଜଳି


ଭୁବନେଶ୍ୱର, 17 ଡିସେମ୍ବର (ହି.ସ.)- ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀରେ

ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ

ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ପ୍ରମୁଖ ବିନ୍ଧାଣୀ

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଓଡ଼ିଶାକୁ

ପ୍ରଗତିଶୀଳ କରିବା ସହ ଭାଷା, ସାହିତ୍ୟର ସୁରକ୍ଷା

ତଥା ଶିକ୍ଷାର ପ୍ରସାରରେ ତାଙ୍କ ଅତୁଳନୀୟ ଯୋଗଦାନ ସର୍ବଦା ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande