କେନ୍ଦ୍ରମନ୍ତ୍ରୀ ରାମମୋହନ ନାଇଡୁ କିଂଜରାପୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 18 ଡିସେମ୍ବର (ହି.ସ.) କେନ୍ଦ୍ରମନ୍ତ୍ରୀ ରାମମୋହନ ନାଇଡୁ କିଂଜରାପୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି ଯେ, ମୋର ସହଯୋଗୀ କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର


ଭୁବନେଶ୍ୱର, 18 ଡିସେମ୍ବର (ହି.ସ.) କେନ୍ଦ୍ରମନ୍ତ୍ରୀ ରାମମୋହନ ନାଇଡୁ କିଂଜରାପୁଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି ଯେ, ମୋର ସହଯୋଗୀ କେନ୍ଦ୍ରମନ୍ତ୍ରୀ

ରାମମୋହନ ନାଇଡୁ କିଂଜରାପୁଙ୍କୁ ଜନ୍ମଦିନର ଶୁଭେଚ୍ଛା । ତାଙ୍କର ଖୁସି, ସୁସ୍ଥ ଓ ଦୀର୍ଘାୟୁ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande