
ଭୁବନେଶ୍ୱର, 18 ଡିସେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ରାମମୋହନ ନାଇଡୁ କିଂଜରାପୁଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ
ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ରାମମୋହନ ନାଇଡୁ କିଂଜରାପୁଙ୍କୁ
ଜନ୍ମଦିନର ଶୁଭେଚ୍ଛା । ମହାପ୍ରଭୁ
ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉତମ ସ୍ୱାସ୍ଥ୍ୟ, ଖୁସି ଓ ଦେଶସେବାରେ ନିରବଚ୍ଛିନ୍ନ ସଫଳତା
କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା