
ଭୁବନେଶ୍ୱର, 19 ଡିସେମ୍ବର (ହି.ସ.)- ପବିତ୍ର ବକୁଳ ଅମାବାସ୍ୟାର
ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ବକୁଳ ଅମାବାସ୍ୟା ଉପଲକ୍ଷେ ସମସ୍ତଙ୍କୁ
ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା