ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ
ଭୁବନେଶ୍ୱର, 19 ଡିସେମ୍ବର (ହି.ସ.)- ୧୮ ଓ ୧୯ ତାରିଖରେ ହାଇଦ୍ରାବାଦରେ ଏହି ଇନ୍‌ଭେଷ୍ଟର୍ସ ମିଟ୍‌ ଅନୁଷ୍ଠିତ ହେଉଛି । ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ । ଗତକାଲି ପ୍ରଥମ ଦିନରେ ୩୮,୭୦୦ କୋଟି ଟଙ୍କାର ନିବେଶ ଆସିଥିଲାା । ସ୍ବାକ୍ଷରିତ ହୋ
ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 19 ଡିସେମ୍ବର (ହି.ସ.)- ୧୮ ଓ ୧୯ ତାରିଖରେ ହାଇଦ୍ରାବାଦରେ ଏହି ଇନ୍‌ଭେଷ୍ଟର୍ସ ମିଟ୍‌

ଅନୁଷ୍ଠିତ ହେଉଛି । ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା

ରୋଡ୍ ଶୋ । ଗତକାଲି ପ୍ରଥମ ଦିନରେ ୩୮,୭୦୦ କୋଟି ଟଙ୍କାର ନିବେଶ ଆସିଥିଲାା । ସ୍ବାକ୍ଷରିତ

ହୋଇଛି ୧୯ ହଜାର ୨୦୦ କୋଟି ଟଙ୍କାର ୭ଟି ଏମଓୟୁ । ପ୍ରମୁଖ ଶିଳ୍ପପତିଙ୍କ ସହିତ ମୁଖ୍ୟମନ୍ତ୍ରୀ

ମୋହନ ମାଝୀ ଆଲୋଚନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande