ଗୋଆ ମୁକ୍ତି ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ଡିସେମ୍ବର (ହି.ସ.)- ଗୋଆ ମୁକ୍ତି ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗୋଆ ମୁକ୍ତି ଦିବସ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ । ---------------
ଗୋଆ ଶୁଭେଚ୍ଛା


ଭୁବନେଶ୍ୱର, 19 ଡିସେମ୍ବର (ହି.ସ.)- ଗୋଆ ମୁକ୍ତି

ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗୋଆ ମୁକ୍ତି ଦିବସ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande