ବଉଳ ଅମାବାସ୍ୟାର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 19 ଡିସେମ୍ବର (ହି.ସ.)- ବଉଳ ଅମାବାସ୍ୟାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ସଂସ୍କୃତି ଓ ପରମ୍ପରା ପ୍ରକୃତି ପୂଜା ସହ ଜଡ଼ିତ । ଏହି ପରମ୍ପରାର ପ୍ରତୀକ
ବଉଳ ଅମାବାସ୍ୟା


ଭୁବନେଶ୍ୱର, 19 ଡିସେମ୍ବର (ହି.ସ.)- ବଉଳ ଅମାବାସ୍ୟାର

ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ସଂସ୍କୃତି ଓ ପରମ୍ପରା ପ୍ରକୃତି ପୂଜା ସହ ଜଡ଼ିତ

। ଏହି ପରମ୍ପରାର ପ୍ରତୀକ ପବିତ୍ର ବଉଳ

ଅମାବାସ୍ୟା ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande