ଭୁବନେଶ୍ୱର, ୨୦ ଡିସେମ୍ବର (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
20 Dec 2025
ଜୟପୁର, ୨୦ ଡିସେମ୍ବର (ହି.ସ.)- କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଘୁମର ଗ୍ରାମ ନିକଟରେ ଓଲଟିଲା ଗୋରୁ ବୋଝେଇ କଣ୍ଟେନର l ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତ୍ରରେ ଭାରସାମ୍ୟ ହରାଇ କୋଟପାଡ଼ ଥାନା ଅନ୍ତର୍ଗତ ଘୁମର ଗ୍ରାମର ରାସ୍ତା କଡ଼କୁ ଓଲଟିଥିଲା ଗୋରୁ ବୋଝେଇ କଣ୍ଟେନର l ଘଟଣାସ୍ଥଳରୁ ..
ବଲାଙ୍ଗିର, ୨୦ ଡିସେମ୍ବର (ହି.ସ.)- ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟାର ଚନ୍ଦ୍ରଶେଖର ସାହୁଙ୍କ ଦେଢ଼ ଏକର, ବରୁଣ ସାହୁଙ୍କ ୩ ଏକର, ସୀତାକାନ୍ତ ଭୁଏଙ୍କ ଦୁଇ ଏକର ମୁଣ୍ଡାପଡା ନିକଟରେ ଗଦା ହୋଇଥିବା ମୋଟ ସାଢେ ୬ ଏକର ଜମିର ଧାନ ଖରିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲା । ଯାହାଫଳରେ ..
ଚମ୍ପୁଆ, 20 ଡିସେମ୍ବର (ହି.ସ.): ତିନି ବର୍ଷ ତଳେ ଘଟିଥିବା ଏକ ହତ୍ୟା ମାମଲାର ବିଚାର କରି ଚମ୍ପୁଆ ଅତିରିକ୍ତ ଜିଲ୍ଲା ଦୌରାଜଜ ପ୍ରଣୟ କୁମାର ଦାସ ସ୍ତ୍ରୀ ହତ୍ୟାକାରୀ ସ୍ବାମୀକୁ ପାଞ୍ଚ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଚମ୍ପୁଆ ଥାନା ଅର୍ନ୍ତଗତ ବଡନଈ ଜଗନ୍ନାଥପୁର ଗ୍ରାମର ପ୍ରଦୀପ ..
ଧର୍ମଶାଳା,୨୦ଡିସେମ୍ବର(ହି.ସ.) - ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦା ଅଂଚଳର ବରିଷ୍ଠ ମୁରବୀ ତଥା ସାମାଜିକ କର୍ମୀ ପରମାନନ୍ଦ ସାହୁଙ୍କ ପ୍ରତିମୂର୍ତୀ ଅନାରରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମବରଦା ସାପ୍ତାହିକ ହାଟ ସନ୍ନିକଟଠାରେ ସମାଜସେବୀ ଅଜୟ କୁମାର ସାହୁଙ୍କ ସଭାପତିତ୍ୱରେ ଏହି କାର୍..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha