ଆଗାମୀ ୨ ଦିନ ମଧ୍ୟରେ ୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର, ୨୦ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୨୨ ତାରିଖ ସକାଳ ସୁଦ୍ଧା ରାଜ୍ୟର ୪ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ ଏବଂ କଳାହାଣ୍ଡି । ଭୁବନେଶ
ଆଗାମୀ ୨ ଦିନ ମଧ୍ୟରେ ୪ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା


ଭୁବନେଶ୍ୱର, ୨୦ ଡିସେମ୍ବର (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍ ୨୨ ତାରିଖ ସକାଳ ସୁଦ୍ଧା ରାଜ୍ୟର ୪ ଜିଲ୍ଲାରେ ବିଶେଷ କରି ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ ଏବଂ କଳାହାଣ୍ଡି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande