ସଶସ୍ତ୍ର ସୀମା ବଳ ପ୍ରତିଷ୍ଠା ଦିବସରେ ବୀର ଯବାନଙ୍କୁ ପ୍ରଣାମ କଲେ ପ୍ରଭାତି ପରିଡା
ଭୁବନେଶ୍ୱର, 20 ଡିସେମ୍ବର (ହି.ସ.)- ସଶସ୍ତ୍ର ସୀମା ବଳ ପ୍ରତିଷ୍ଠା ଦିବସରେ ବୀର ଯବାନଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ସଶସ୍ତ୍ର ସୀମା ବଳ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ ବୀର
ପ୍ରଭାତି ପରିଡା


ଭୁବନେଶ୍ୱର, 20 ଡିସେମ୍ବର (ହି.ସ.)- ସଶସ୍ତ୍ର ସୀମା ବଳ ପ୍ରତିଷ୍ଠା ଦିବସରେ ବୀର ଯବାନଙ୍କୁ

ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ସଶସ୍ତ୍ର ସୀମା ବଳ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ ବୀର

ଯବାନଙ୍କୁ କୋଟି କୋଟି ପ୍ରଣାମ ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande