
ଭୁବନେଶ୍ୱର, 21 ଡିସେମ୍ବର (ହି.ସ.)- ରାଜନୀତିଜ୍ଞ ସୁରେନ୍ଦ୍ର ମହାନ୍ତିଙ୍କୁ ଶ୍ରଦ୍ଧାଂଜଳି
ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସାମ୍ବାଦିକ ତଥା ରାଜନୀତିଜ୍ଞ ସୁରେନ୍ଦ୍ର
ମହାନ୍ତିଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା