କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ
ଭୁବନେଶ୍ୱର ,୨୨ ଡିସେମ୍ବର (ହି.ସ.) - ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ହାଇଟେକ୍ ପ୍ଲାଜା ଆନେକ୍ସ ଠାରେ ରବିବାର ଦିନ କମିଶନରେଟ୍ ପୋଲିସ ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଅବସରରେ ୪୦ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। କମିଶନରେଟ୍ ପୋଲିସ ପକ୍ଷରୁ ସମସ୍ତ ରକ
ତତତଚଚ


ଭୁବନେଶ୍ୱର ,୨୨ ଡିସେମ୍ବର (ହି.ସ.) - ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ହାଇଟେକ୍ ପ୍ଲାଜା ଆନେକ୍ସ ଠାରେ ରବିବାର ଦିନ କମିଶନରେଟ୍ ପୋଲିସ ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଅବସରରେ ୪୦ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। କମିଶନରେଟ୍ ପୋଲିସ ପକ୍ଷରୁ ସମସ୍ତ ରକ୍ତଦାତାଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଛି। ଭୁବନେଶ୍ୱର-କଟକରେ ରକ୍ତର ଆବଶ୍ୟକତା ପୂରଣ ପାଇଁ କମିଶନରେଟ୍ ପୋଲିସ ଅଧିନସ୍ଥ ରେଡ଼କ୍ରସ ଆଂଚଳିକ ଶାଖା ନିୟମିତ ଭାବେ ଏଭଳି ଶିବିର ଆୟୋଜନ କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande