'ପଲ୍ଲିକବି' ନନ୍ଦକିଶୋର ବଳଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 22 ଡିସେମ୍ବର (ହି.ସ.)-''ପଲ୍ଲିକବି'' ନନ୍ଦକିଶୋର ବଳଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଆଧୁନିକ ଓଡ଼ିଆ ସାହିତ୍ୟ ଜଗତର ''ପଲ୍ଲିକବି'' ନନ୍ଦକିଶ
ନନ୍ଦକିଶୋର ବଳ


ଭୁବନେଶ୍ୱର, 22 ଡିସେମ୍ବର (ହି.ସ.)-'ପଲ୍ଲିକବି' ନନ୍ଦକିଶୋର ବଳଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ

କହିଛନ୍ତି ଯେ, ଆଧୁନିକ ଓଡ଼ିଆ ସାହିତ୍ୟ ଜଗତର 'ପଲ୍ଲିକବି' ନନ୍ଦକିଶୋର ବଳଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande