
ଭୁବନେଶ୍ୱର, 22 ଡିସେମ୍ବର (ହି.ସ.)- ବିଶିଷ୍ଟ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ ଜୟନ୍ତୀରେ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନ ଜୟନ୍ତୀରେ
ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ଗଣିତକୁ ସହଜ, ସରଳ କରିବାରେ ତାଙ୍କର ଅବଦାନ ବିଶ୍ଵସ୍ତରରେ ସର୍ବଦା ସ୍ମରଣୀୟ ହୋଇ
ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା